Masthead

ଲାଞ୍ଚ ନେବାବେଳେ ଧରାପଡ଼ିଲେ ସିଡିପିଓ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ):ଲାଞ୍ଚ ନେଉଥିବାବେଳେ ଧରାପଡ଼ିଲେ ଆଇ.ସି.ଡ଼ି.ଏସ ସିଡିପିଓ । ଥୁଆମୁଳ ରାମପୁର ଆଇ.ସି.ଡ଼ି.ଏସ ସିଡିପିଓ ପୁଷ୍ପାଞ୍ଜଳି ରଥ ଏକ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ। ଅଙ୍ଗନୱାଡି କର୍ମୀ ଚୟନ ପାଇଁ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ନବରଙ୍ଗପୁର ଭିଜିଲାନ୍ସ ଟିମ୍ ଚଢାଉ କରିଥିଲା।

ଭବାନୀପାଟଣା ବଡପଡା ବାସଭବନରେ ବୀର ସିଂ ଠାରୁ ଟଙ୍କା ନେଉଥିବାବେଳେ ଭିଜିଲାନ୍ସ ଟଙ୍କା ସହ ଧରିଥିଲେ । ନବରଙ୍ଗପୁର ଭିଜିଲାନ୍ସ ଡିଏସପି କଳାବତୀ ବାଗ , ମାଲକାନଗିରି ଡିଏସପି ଶୁସାନ୍ତ ବିଶ୍ବାଳ, ଅଜିତ୍ ପାଢୀ ପ୍ରମୂଖ ଚଢ଼ାଉ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ