Masthead

ଲାଞ୍ଚ ନେବାବେଳେ ଧରାପଡ଼ିଲେ ସିଡିପିଓ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ):ଲାଞ୍ଚ ନେଉଥିବାବେଳେ ଧରାପଡ଼ିଲେ ଆଇ.ସି.ଡ଼ି.ଏସ ସିଡିପିଓ । ଥୁଆମୁଳ ରାମପୁର ଆଇ.ସି.ଡ଼ି.ଏସ ସିଡିପିଓ ପୁଷ୍ପାଞ୍ଜଳି ରଥ ଏକ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ। ଅଙ୍ଗନୱାଡି କର୍ମୀ ଚୟନ ପାଇଁ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ନବରଙ୍ଗପୁର ଭିଜିଲାନ୍ସ ଟିମ୍ ଚଢାଉ କରିଥିଲା।

ଭବାନୀପାଟଣା ବଡପଡା ବାସଭବନରେ ବୀର ସିଂ ଠାରୁ ଟଙ୍କା ନେଉଥିବାବେଳେ ଭିଜିଲାନ୍ସ ଟଙ୍କା ସହ ଧରିଥିଲେ । ନବରଙ୍ଗପୁର ଭିଜିଲାନ୍ସ ଡିଏସପି କଳାବତୀ ବାଗ , ମାଲକାନଗିରି ଡିଏସପି ଶୁସାନ୍ତ ବିଶ୍ବାଳ, ଅଜିତ୍ ପାଢୀ ପ୍ରମୂଖ ଚଢ଼ାଉ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା