Masthead

ମାଲକାନଗିରି ମୁଖ୍ୟ ଚିକିତ୍ସାଳୟରେ ଖସିଲା ସିଲିଂ

ମାଲକାନଗିରି (ବଡ଼ ଖବର ବ୍ୟୁରୋ):ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ବର୍ଷା ପାଣି ଯୋଗୁଁ ଗ୍ରାଉଣ୍ଡ ଫ୍ଲୋର ରେ ଥିବା ସିଲିଂ ଖସିଥିବାର ଦେଖିବାକୁ ମିଳିଛି। ଯାହା ଫଳରେ ବର୍ଷା ପାଣି ହସ୍ୱିଟାଲ ଭିତର କୁ ପସି ଯାଇଥିଲା । ଶିଶୁ ବିଭାଗ ସମ୍ମୁଖ ଛାତରୁ ସିଲିଂ ଖସିଥିବା ଡାକ୍ତରଖାନା କର୍ତ୍ତୃପକ୍ଷ କହିଛନ୍ତି । ତେବେ ଏଥିରେ କାହାର କୌଣସି କ୍ଷତି ହେଇ ନଥିବା ସୂଚନା ମିଳିଛି । ଡାକ୍ତରଖାନା କର୍ତ୍ତୃପକ୍ଷ ଏନେଇ କହିଛନ୍ତି, ଆମେ ସିଡିଏମଓଙ୍କୁ ଯୋଗାଯୋଗ କରିଥିଲୁ ସେ କହିଥିଲେ କି ବର୍ଷା ଦିନ ପାଇଁ ଛାତର ମରାମତି ଚାଲିଥିଲା, କାମ ଶେଷ ହୋଇ ନାହିଁ। ହୁଏତ ସେହି କାରଣ ପାଇଁ ଏପରି ଘଟଣା ଘଟିଥିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା