Masthead

କେନ୍ଦ୍ରକୁ ମିଳିଲା ବଡ଼ ଆଶ୍ୱସ୍ତି; ସେପ୍ଟେମ୍ବର ୧୩ରେ ଶୁଣାଣି ହେବ ପେଗାସସ ମାମଲା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ସୁପ୍ରିମକୋର୍ଟ ପେଗାସସ ଗୁପ୍ତଚର ମାମଲାର ଶୁଣାଣି ଆସନ୍ତା ସୋମବାର ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି । କେନ୍ଦ୍ର ସରକାରଙ୍କ ଅନୁରୋଧକ୍ରମେ ସେପ୍ଟେମ୍ବର ୧୩ ତାରିଖରେ ପରବର୍ତ୍ତୀ ଶୁଣାଣି ପାଇଁ କୋର୍ଟ ସମୟ ଦେଇଛନ୍ତି । ତେବେ କେତେକ କାରଣରୁ ଆଫିଡେଭିଟ ଦାଖଲ କରିବାରେ ସକ୍ଷମ ହୋଇ ନାହାଁନ୍ତି ବୋଲି କେନ୍ଦ୍ର ଅଦାଲତକୁ କହିଛନ୍ତି ।

ଯାହା ପରେ କୋର୍ଟ ଏହାର ଉତ୍ତର ଦାଖଲ କରିବାକୁ ଏକ ସପ୍ତାହ ସମୟ ଦେଇଛନ୍ତି । ଅପରପକ୍ଷରେ କିଛି ଅସୁବିଧା ହେତୁ ବେଞ୍ଚ ଦ୍ୱାରା ଖୋଜାଯାଇଥିବା ଆଫିଡେଭିଟ ଦାଖଲ ହୋଇପାରିବ ନାହିଁ । ଏହା ସହ ଆସନ୍ତା ସୋମବାର ପର୍ଯ୍ୟନ୍ତ ମାମଲାର ଶୁଣାଣି ସ୍ଥଗିତ ରଖିବାକୁ କେନ୍ଦ୍ର ସରକାରଙ୍କ ପାଇଁ ହାଜା ହୋଇଥିବା ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଦାଖଲ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ