Masthead

ପ୍ରଦୂଷଣ ମୁକାବିଲା କରିବା ପାଇଁ ଦିଲ୍ଲୀକୁ ସହାୟତା କରିବ କେନ୍ଦ୍ର

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣର ମାତ୍ରା ବଢିବାରେ ଲାଗୁଛି । ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ପ୍ରଦୂଷଣକୁ ରୋକିବା ପାଇଁ ଦିଲ୍ଳୀ ସରକାରଙ୍କୁ ୧୮ କୋଟି ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି । ଅଧିକ ପ୍ରଦୂଷଣ ଫଳରେ ଦିଲ୍ଲୀବାସୀମାନେ ଶ୍ୱାସଜନିତ ରୋଗରେ ମଧ୍ୟ ପୀଡ଼ିତ ହେଉଛନ୍ତି । ସେପଟେ ଏହି ଆର୍ଥିକ ସହାୟତା ପାଇବ। ପ୍ରଥମ ଥର ପାଇଁ ଦିଲ୍ଲୀ ଘଉଇଚ ଅଧୀନରେ ଏହି ଅର୍ଥ ପାଇବ। ୨୦୨୪ ସୁଦ୍ଧା , ୨.୫ ପ୍ରଦୂଷଣ ମାତ୍ରାରୁ ୨୦ ରୁ ୩୦ ପ୍ରତିଶତ ହ୍ରାସ ପାଇଁ ଲକ୍ଷ ରଖାଯାଇଛି।

ଦିଲ୍ଲୀ ପ୍ରଦୂଷଣ ସମସ୍ୟା ସମସ୍ତଙ୍କ ପାଇଁ ମୁଣ୍ଡ ବିନ୍ଧାର କାରଣ ପାଲଟିଥିବାରୁ ପୂର୍ବରୁ କେନ୍ଦ୍ରକୁ ତାଗିଦ୍‌ କରିଥିଲେ ସୁପ୍ରିମକୋର୍ଟ।କୋର୍ଟ କହିଥିଲେ ମଧ୍ୟ ଦିଲ୍ଲୀବାସୀ ପ୍ରଦୂଷଣରୁ ମୁକ୍ତି ପାଉ ନାହାନ୍ତି। ଦିଲ୍ଲୀର ପ୍ରଦୂଷଣ ଏତେ ମାତ୍ରାରେ ବିଷାକ୍ତ ହୋଇଛି ଯେ, ଏହି ବାୟୁକୁ ପ୍ରଶ୍ୱାସରେ ଗ୍ରହଣ କରିବା ଅର୍ଥ ଜଣେ ଶିଶୁକୁ ଦିନକୁ ୧୦ ସିଗାରେଟ୍‌ ଟାଣିବା ସହ ସମାନ ବୋଲି ଡାଟା ଇଣ୍ଟେଲିଜେନ୍‌ସ ୟୁନିଟ୍‌ (ଡିଆଇୟୁ) ପ୍ରକାଶ କରିଥିଲା। ସେହିପରି ଦିଲ୍ଲୀର ବାୟୁମଣ୍ଡଳରେ ପିଏମ୍‌୨.୫ କଣିକା ସ୍ତର ଉଦ୍‌ବେଗଜନକ ସ୍ଥିତିରେ ପହଞ୍ଚିଛି ଯାହା ଫୁସ୍‌ଫୁସ୍‌ ପାଇଁ ହାନିକାରକ ବୋଲି ଡିଆଇୟୁ କହିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା