Masthead

କେନ୍ଦ୍ରର ବଡ ନିଷ୍ପତି: ସମସ୍ତ ଘରୋଇ ହସ୍ପିଟାଲରେ ମିଳିବ କରୋନା ଟିକା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଟିକାକରଣକୁ ତ୍ୱରାନ୍ୱତ କରିବାକୁ କେନ୍ଦ୍ର ବଡ ନିଷ୍ପତି ନେଇଛି । ଦେଶର ସମସ୍ତ ଘରୋଇ ହସ୍ପିଟାଲରେ ମିଳିବ କରୋନା ଟିକା । ଏନେଇ କେନ୍ଦ୍ର ସରକାର ସବୁ ରାଜ୍ୟକୁ ଜଣାଇଛନ୍ତି । ଟିକାକରଣ ପାଇଁ ଘରୋଇ ହସ୍ପିଟାଲରେ ଆବଶ୍ୟକ ସୁବିଧା ଥିବା ଦରକାର । ଘରୋଇ ହସ୍ପିଟାଲ ଗୁଡିକ କିପରି ଶତ ପ୍ରତିଶତ କୋଭିଡ ଟିକାକରଣ ସେଂଟର ଭାବେ କାମ କରିବ ସେ ନେଇ ଯତ୍ନବାନ ହେବା ପାଇଁ କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସୂଚନା ଅନୁସାରେ, ଯେଉଁ ଘରୋଇ ହସ୍ପିଟାଲ ଗୁଡିକ ଆୟୁଷ୍ମାନ ବାରତ ପ୍ରଦାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନ, କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ସ୍କିମ ଏବଂ ଷ୍ଟେଥ ହେଲଥ ଇନସୁରାନ୍ସ ସ୍କିମ ଭିତରେ ଆସୁନଥିବେ ସେସବୁ ହସ୍ପିଟାଲରେ ମଧ୍ୟ କୋଭିଡ ଟିକାକରଣ ହୋଇପାରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ