Masthead

ଡେଲଟା ପ୍ଲସକୁ ନେଇ ସତର୍କ କରାଇଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଡେଲଟା ପ୍ଲସକୁ ନେଇ ସତର୍କ କରିଛନ୍ତି କେନ୍ଦ୍ର ସରକାର । ୮ରାଜ୍ୟ ଓ କେନ୍ଦ୍ର ଶାସିତ ଅଂଚଳକୁ ଚିଠି ଲେଖିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ । କଣ୍ଟେନମେଣ୍ଟ କରି ସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ କୁହାଯାଇଛି । ତାମିଲନାଡୁ, ରାଜସ୍ଥାନ, କର୍ଣ୍ଣାଟକ, ପଂଜାବ, ଆନ୍ଧ୍ର ପ୍ରଦେଶ, ଜାମ୍ମୁ-କାଶ୍ମୀର, ଗୁଜୁରାଟ ଓ ହରିୟାଣା ସରକାରଙ୍କୁ ଏନେଇ ଚିଠି ଲେଖିଛନ୍ତି । ସେହିପରି କରୋନା ପିଜିଟିଭ୍ ଆସୁଥିବା ଲୋକଙ୍କ ଉପରେ ନଜର ରଖିବା ସହ ସେମାନଙ୍କ ନମୂନା ସଂଗ୍ରହ କରି ଜେନମ୍ ସିକୁଏନ୍ସ କରିବା ପାଇଁ ପରାମର୍ଶ ଦେଇଛନ୍ତି ।

କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୁଷଣ ସୂଚନା ଦେଇ କହିଛନ୍ତି-ଆନ୍ଧ୍ରପ୍ରଦେଶର ତିରୁପତି, ଗୁଜୁରାଟର ସୁରଟ, ହରିୟାଣାର ଫରିଦାବାଦ, ଜାମ୍ମୁ -କାଶ୍ମୀର କାଟ୍ରା, ରାଜସ୍ତାନର ବିକାନେର, ପଂଜାବର ପଟିଆଲା ଓ ଲୁଥିଆନା, କର୍ଣ୍ଣାଟକର ମହିଶୂର, ତାମିଲନାଡୁର ଚେନ୍ନାଇ, ମଦୁରାଇ ଏବଂ କାନଚିପୁରମରେ ଚିହ୍ନଟ ହୋଇଛନ୍ତି । ଦେଶରେ ମୋଟ୍ ୫୦ ଡେଲଟା ପ୍ଲସ ମାମଲା ସାମନାକୁ ଆସିଛି । ଯେଉଁ ସ୍ଥାନରେ ଏହି ସଂକ୍ରମିତ ଚିହ୍ନଟ ହେଉଛନ୍ତି, ସେଠାରେ ତୁରନ୍ତ କଣ୍ଟେନମେଣ୍ଟ ଜୋନ୍ କରିବା ପାଇଁ କେନ୍ଦ୍ର ସରକାର ରାଜ୍ୟ ସରକାରମାନଙ୍କୁ ପରାମର୍ଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା