Masthead

ପୁରୀରେ ପହଞ୍ଚିଲା ରଥ ଦଉଡ଼ି

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ଶ୍ରୀକ୍ଷେତ୍ରରେ ପ୍ରସ୍ତୁତି ଜୋରଦାର । ରଥଖଳା ମଧ୍ୟ ଚଳଚଞ୍ଚଳ । ଏହାରି ଭିତରେ ଆଜି ପୁରୀରେ ତିନି ରଥ ପାଇଁ ଆବଶ୍ୟକ ଦଉଡ଼ି ପହଞ୍ଚିଛି ।

୬ଟି ଘେର ଦଉଡି ଓ ୧୪ଟି ରଥଟଣା ଦଉଡି ମିଶାଇ ମୋଟି ୨୦ଟି ଦଉଡି ଆସିଛି । ରଥ ଦଉଡି ଗୁଡ଼ିକରେ ୧୨୦ କେଜି ରସି ଲାଗିଥିବା ବେଳେ ଦଉଡ଼ି ଲମ୍ବ ୬୭ମିଟର ବା ୨୨୦ ଫୁଟ ରହିଛି । ସେପଟେ ୩ଟି ଦଉଡିକୁ ୩ରଙ୍ଗର କରାଯାଇଛି । ଅବଶିଷ୍ଟ ୩ଟି ଆଉଟର କଡନ ଦଉଡି ଏଥିରେ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି