Masthead

ଭାରତୀୟ ମହିଳା ହକି ଟିମକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

(ବଡ଼ ଖବର ବ୍ୟୁରୋ) : ସେମିଫାଇନାଲରେ ପ୍ରବେଶ କରିଛି ଭାରତୀୟ ମହିଳା ହକି ଦଳ । ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ଭାରତୀୟ ଟିମର ଜବରଦସ୍ତ ବିଜୟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଆଗକୁ ଟିମ୍ ଭଲ ପ୍ରଦର୍ଶନ କରି ବିଜୟ ଧାରା ଜାରି ରଖିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ରଖିଛନ୍ତି ।

ଭାରତୀୟ ମହିଳା ହକି ଦଳକୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କେବଳ ପି. ଭି. ସିନ୍ଧୁ ନୁହଁ, ଭାରତୀୟ ପୁରୁଷ ଓ ମହିଳା ହକି ଦଳ ମଧ୍ୟ ଐତିହାସିକ ପ୍ରଦର୍ଶନ ଦେଖାଇଛନ୍ତି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ