Masthead

ତିନିଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀ ତିନିଦିନିଆ ଗସ୍ତରେ ଦିଲ୍ଲୀ ଯାଉଛନ୍ତି । ନକ୍ସଲ ମୁକାବିଲା ଲାଗି କେନ୍ଦ୍ର ଗୃହମନ୍ତ୍ରୀଙ୍କ ଦ୍ବାରା ଡକାଯାଇଥିବା ବୈଠକରେ ଯୋଗଦେବାକୁ ସେ ଦିଲ୍ଲୀ ଯାଇଛନ୍ତି।

ଏହି ବୈଠକ ସେପ୍ଟେମ୍ବର ୨୬ ଅର୍ଥାତ ଆସନ୍ତା ରବିବାର ଦିନ ଅନୁଷ୍ଠିତ ହେବ । ଏହି ବୈଠକ ପାଇଁ ଦେଶର ସବୁ ନକ୍ସଲ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଆମନ୍ତ୍ରଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ