Masthead

‘ରାତିସାରା ଫୋନ ଅପରେଟ କରିଥିଲେ ମୁଖ୍ୟମନ୍ତ୍ରୀ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବାହାନଗା ରେଳ ଦୁର୍ଘଟଣାକୁ ନେଇ ସରକାରୀ ଦଳ ମୁଖ୍ୟସଚେତକ ପ୍ରଶାନ୍ତ ମୁଦୁଲିଙ୍କ ପ୍ରତିକ୍ରିୟା । କହିଛନ୍ତି ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା କରିବାରେ ନବୀନ ଏକ ନମ୍ବର। ଏକଥା ଅନେକ ଥର ପ୍ରମାଣିତ ହୋଇସାରିଛି । ରେଳ ଦୁର୍ଘଟଣାରେ ନବୀନଙ୍କ ପରି ଜଣେ ସମ୍ବେଦନଶୀଳ ମଣିଷ ଏହାକୁ ଗୁରୁତର ସହ ନେଇଛନ୍ତି। ଏମିତି କି ମୁଖ୍ୟମନ୍ତ୍ରୀ ରାତି ସାରା ଫୋନରେ ଅପରେଟ କରିଛନ୍ତି। ସକାଳ ୭ ପୂର୍ବରୁ ବାହାନଗାରେ ପହଂଚିଛନ୍ତି। ସରକାରୀ ଓ ବେସରକାରୀ ସ୍ତରରେ କାମକୁ ଜୋରଦାର କରିବାକୁ ନିର୍ଦ୍ଦେଶ ଦେଇଥିଲେ । ସବୁବେଳେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶରେ ଆମର ବ୍ୟବସ୍ଥା ସକ୍ରିୟତାର ସହ କାମ କରେ।

ଏହା ଏକ ସ୍ପର୍ଶକାତର ଘଟଣା। ଏଭିଳି ଘଟଣା ବହୁତ କମ ଘଟେ। ଏଥରେ ଅନେକ ଲୋକ ଭଲ କାମ କରିଛନ୍ତି। ଦଳଗତ ନିର୍ବିଶେଷରେ ସମସ୍ତେ ସମବେଦନା ଜଣାଉଛନ୍ତି। ପ୍ରଧାନମନ୍ତ୍ରୀ ନିଜ କାର୍ଯ୍ୟକ୍ରମ ବାତିଲ କରି ଆସିଛନ୍ତି। ଘଟଣା ଯେତେବେଳେ ଘଟି ସାରିଛି। ତଦନ୍ତ ହେବା ସ୍ବାଭାବିକ। ଭୁଲ ସାମ୍ନାକୁ ଆସିବା ଦରକାର। ଏ ଭଳି ଘଟଣାରେ ରାଜନୈତିକ ବୟାନ ବାଜି ହେବା ସ୍ବାଭାବିକ। ବିଜେଡିର ଆହ୍ୱାନ ମାନବ ସେବା ପାଇଁ ସେ ସବୁରୁ ଉର୍ଦ୍ଧ୍ବରେ ଉଠିବା ଦରକାର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା