Masthead

ପ୍ରାର୍ଥିପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରାର୍ଥିପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହିଂଜିଳି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ନବୀନ । ଛତ୍ରପୁର ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାରଳୟରେ ପହଞ୍ଚି ନାମାଙ୍କପତ୍ର ଦାଖଲ କରିଛନ୍ତି ନବୀନ ।

ବିଜେଡି ପ୍ରାର୍ଥୀ ବିକ୍ରମ ଆରୁଖ, ବିଜେଡି ନେତା ଭି.କେ ପାଣ୍ଡିଆନ, ବ୍ରହ୍ମପୁର ସାଂସଦ ପ୍ରାର୍ଥୀ ଭୃଗୁ ବକ୍ସିପାତ୍ର, ଆସ୍କା ସାଂସଦ ପ୍ରାର୍ଥୀ ରଞ୍ଜିତା ସାହୁ ଏବଂ ଗଞ୍ଜାମ ଜିଲ୍ଲାର ଅନ୍ୟ ବିଜେଡି ପ୍ରାର୍ଥୀଙ୍କ ଉପସ୍ଥିତିରେ ନାମାଙ୍କନପତ୍ର ଦାଖଲ କରିଛନ୍ତି ନବୀନ । ନାମାଙ୍କନପତ୍ର ଦାଖଲ କରିବା ପୂର୍ବରୁ ମା’ ତାରାତାରିଣୀଙ୍କ ଦର୍ଶନ କରି ଆଶୀର୍ବାଦ ନେଇଥିଲେ ନବୀନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି