Before Header

ପ୍ରାର୍ଥିପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ

0 1,135

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରାର୍ଥିପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହିଂଜିଳି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ନବୀନ । ଛତ୍ରପୁର ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାରଳୟରେ ପହଞ୍ଚି ନାମାଙ୍କପତ୍ର ଦାଖଲ କରିଛନ୍ତି ନବୀନ ।

ବିଜେଡି ପ୍ରାର୍ଥୀ ବିକ୍ରମ ଆରୁଖ, ବିଜେଡି ନେତା ଭି.କେ ପାଣ୍ଡିଆନ, ବ୍ରହ୍ମପୁର ସାଂସଦ ପ୍ରାର୍ଥୀ ଭୃଗୁ ବକ୍ସିପାତ୍ର, ଆସ୍କା ସାଂସଦ ପ୍ରାର୍ଥୀ ରଞ୍ଜିତା ସାହୁ ଏବଂ ଗଞ୍ଜାମ ଜିଲ୍ଲାର ଅନ୍ୟ ବିଜେଡି ପ୍ରାର୍ଥୀଙ୍କ ଉପସ୍ଥିତିରେ ନାମାଙ୍କନପତ୍ର ଦାଖଲ କରିଛନ୍ତି ନବୀନ । ନାମାଙ୍କନପତ୍ର ଦାଖଲ କରିବା ପୂର୍ବରୁ ମା’ ତାରାତାରିଣୀଙ୍କ ଦର୍ଶନ କରି ଆଶୀର୍ବାଦ ନେଇଥିଲେ ନବୀନ ।

Leave A Reply

Your email address will not be published.