Masthead

ନିପନ ଷ୍ଟିଲ ବୁଲିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନିପନ ଷ୍ଟିଲ କର୍ପୋରେସନର ଷ୍ଟିଲ ସେଂଟର ବୁଲିଲେ ମୁଖ୍ୟମନ୍ତ୍ରୀ । ବିଦେଶରୁ ଆସିବ ପୁଞ୍ଜି । ବିଦେଶରୁ ଆସିବ ୨୬ ହଜାର କୋଟି ଟଙ୍କାର ପୁଞ୍ଜି । ବିଶିଷ୍ଠ ଶିଳ୍ପପତି, ଉଦ୍ୟୋଗୀ ନବୀନଙ୍କୁ ଦେଲେ ପ୍ରତିଶ୍ରୁତି । ରାଜ୍ୟ ସରକାରଙ୍କ ପ୍ରତିନିଧି ଦଳ ମଧ୍ୟ ନିପନ୍ ଷ୍ଟିଲ୍ ବୁଲି ଦେଖିଛନ୍ତି । ଜାପାନ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ପୂର୍ବରୁ ନିପନ୍ ଷ୍ଟିଲ୍ କର୍ପୋରେସନ୍ ଅଧ୍ୟକ୍ଷ ଇଜି ହାସିମୋଟାଙ୍କୁ ସାକ୍ଷାତ କରିଥିଲେ ।

ଉଭୟଙ୍କ ମଧ୍ୟରେ ଆଲୋଚନା ବେଳେ ରାଜ୍ୟରେ କମ୍ପାନୀ ବାର୍ଷିକ ୩୦ ନିୟୁତ ଟନ୍ କ୍ଷମତା ବିଶିଷ୍ଟ ଏକ ବିଶାଳ ଇସ୍ପାତ କାରଖାନା ସ୍ଥାପନ କରିବାକୁ କମ୍ପାନୀ ଯୋଜନା ରଖିଥିବା ବିଷୟରେ ସେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ