Masthead

ନିପନ ଷ୍ଟିଲ ବୁଲିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନିପନ ଷ୍ଟିଲ କର୍ପୋରେସନର ଷ୍ଟିଲ ସେଂଟର ବୁଲିଲେ ମୁଖ୍ୟମନ୍ତ୍ରୀ । ବିଦେଶରୁ ଆସିବ ପୁଞ୍ଜି । ବିଦେଶରୁ ଆସିବ ୨୬ ହଜାର କୋଟି ଟଙ୍କାର ପୁଞ୍ଜି । ବିଶିଷ୍ଠ ଶିଳ୍ପପତି, ଉଦ୍ୟୋଗୀ ନବୀନଙ୍କୁ ଦେଲେ ପ୍ରତିଶ୍ରୁତି । ରାଜ୍ୟ ସରକାରଙ୍କ ପ୍ରତିନିଧି ଦଳ ମଧ୍ୟ ନିପନ୍ ଷ୍ଟିଲ୍ ବୁଲି ଦେଖିଛନ୍ତି । ଜାପାନ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ପୂର୍ବରୁ ନିପନ୍ ଷ୍ଟିଲ୍ କର୍ପୋରେସନ୍ ଅଧ୍ୟକ୍ଷ ଇଜି ହାସିମୋଟାଙ୍କୁ ସାକ୍ଷାତ କରିଥିଲେ ।

ଉଭୟଙ୍କ ମଧ୍ୟରେ ଆଲୋଚନା ବେଳେ ରାଜ୍ୟରେ କମ୍ପାନୀ ବାର୍ଷିକ ୩୦ ନିୟୁତ ଟନ୍ କ୍ଷମତା ବିଶିଷ୍ଟ ଏକ ବିଶାଳ ଇସ୍ପାତ କାରଖାନା ସ୍ଥାପନ କରିବାକୁ କମ୍ପାନୀ ଯୋଜନା ରଖିଥିବା ବିଷୟରେ ସେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ