Masthead

ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କୋଭିଡ ସଂକ୍ରମଣ ସଙ୍ଗୀନ ହେବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ସମ୍ବୋଧନରେ ରାଜ୍ୟବାସୀଙ୍କୁ କରୋନା ସମ୍ପର୍କିତ ବାର୍ତ୍ତା ଦେଇପାରନ୍ତି ମୁଖ୍ୟମନ୍ତ୍ରୀ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୧୨୮୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୬୮୦୮ରେ ପହଞ୍ଚିଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୬୮୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୯୪୧ଟି ଆକ୍ଟିଭ୍‌ କେସ ରହିଥିବା ବେଳେ ୩୩୮୮୯୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୯୩୦୪୭୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ