Masthead

୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦୁଇ ଦିନିଆ ନୂଆଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସନ୍ତା ୨୯ ଏବଂ ୩୦ ତାରିଖ ୨ ଦିନ ପାଇଁ ନୂଆଦିଲ୍ଲୀ ଗସ୍ତ କରିବେ । ଦିଲ୍ଲୀ ଠାରେ ଆୟୋଜିତ କେନ୍ଦ୍ର ସରକାରଙ୍କ ଏକ ବୈଠକରେ ସେ ଯୋଗଦେବା କାର୍ଯ୍ୟକ୍ରମ ରହିଛି । ହେଲେ ନିର୍ଦ୍ଦିଷ୍ଟ ଭାବେ କେଉଁ କାର୍ଯ୍ୟକ୍ରମରେ ସେ ଯୋଗଦେବେ ସେନେଇ ଜଣାପଡି ନାହିଁ।

ଏହା ବ୍ୟତିତ କେତେଜଣ କେନ୍ଦ୍ରମନ୍ତ୍ରୀଙ୍କ ସହ ମଧ୍ୟ ତାଙ୍କର ସାକ୍ଷାତ କରି କେତେକ ବିଷୟ ଉପରେ କଥାବାର୍ତ୍ତା ହେବାର କାର୍ଯ୍ୟକ୍ରମ ଥିବା ଜଣାପଡିଛି । ଏହି ଅବସରରେ ସେ ବାତ୍ୟା ‘ଦାନା’ ପ୍ରଭାବରେ ଓଡ଼ିଶାରେ ହୋଇଥିବା କ୍ଷୟକ୍ଷତି ନେଇ କେନ୍ଦ୍ର ସରକାରଙ୍କ ସହ ଆଲୋଚନା କରିବେ। ଏହା ବ୍ୟତିତ କେତେଜଣ କେନ୍ଦ୍ରମନ୍ତ୍ରୀଙ୍କ ସହ ମଧ୍ୟ ତାଙ୍କର ଭେଟଘାଟର କାର୍ଯ୍ୟକ୍ରମ ଥିବା ଜଣାପଡିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’