Masthead

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିଯୋଗ ଶୁଣାଣି କରିବେ। ଭୁବନେଶ୍ବର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଦିନ ୧୧ରୁ ଅଭିଯୋଗ ଶୁଣାଣି ହେବ। ଅଭିଯୋଗ ଶୁଣାଣି ପାଇଁ ପଞ୍ଜୀକରଣ ଆଜି ସକାଳ ୮ଟାରୁ ୧୨ଟା ପର୍ଯ୍ୟନ୍ତ ସେହି ସ୍ଥାନରେ ହେବ।

ଜନସାଧାରଣ ଉକ୍ତ ଅଭିଯୋଗ ଶୁଣାଣି ସ୍ଥାନରେ ଉପରୋକ୍ତ ସମୟରେ ଉପସ୍ଥିତ ରହି ନିଜର ପଞ୍ଜୀକରଣ କରାଇ ଅଭିଯୋଗଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା