Masthead

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିଯୋଗ ଶୁଣାଣି କରିବେ। ଭୁବନେଶ୍ବର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଦିନ ୧୧ରୁ ଅଭିଯୋଗ ଶୁଣାଣି ହେବ। ଅଭିଯୋଗ ଶୁଣାଣି ପାଇଁ ପଞ୍ଜୀକରଣ ଆଜି ସକାଳ ୮ଟାରୁ ୧୨ଟା ପର୍ଯ୍ୟନ୍ତ ସେହି ସ୍ଥାନରେ ହେବ।

ଜନସାଧାରଣ ଉକ୍ତ ଅଭିଯୋଗ ଶୁଣାଣି ସ୍ଥାନରେ ଉପରୋକ୍ତ ସମୟରେ ଉପସ୍ଥିତ ରହି ନିଜର ପଞ୍ଜୀକରଣ କରାଇ ଅଭିଯୋଗଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା