Masthead

ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ, ଓଡ଼ିଶାର ସ୍ୱାର୍ଥ ସମ୍ବଳିତ ଦାବି ଦୋହରାଇବେ ନବୀନ

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ):  ଆଜି ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ । ଅପରାହ୍ନ ୪ଟା ୩୦ରେ ଦୁଇ ନେତାଙ୍କ ମଧ୍ୟରେ ହେବ ଭେଟଘାଟ । ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ ବେଳେ ଓଡ଼ିଶାର ସ୍ୱାର୍ଥ ସମ୍ବଳିତ ଦାବି ଦୋହରାଇବେ ନବୀନ । ଏହା ସହ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ।  ଦିଲ୍ଲୀ ଗସ୍ତ ବେଳେ ବିଭିନ୍ନ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ୧୩ରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ଓଡ଼ିଶା ଫେରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ