Masthead

ଭିଡିଓ କନଫରେନ୍ସିଂ ଜରିଆରେ ବାତ୍ୟାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମାଡ଼ି ଆସୁଛି ଗୁଲାବ । ଏନେଇ ଦିନ ୧୧ଟା ୩୦ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଜରିଆରେ ବାତ୍ୟାର ସମୀକ୍ଷା କରିବେ । ମୁଖ୍ୟ ଶାସନ ସଚିବ, ଏସଆରସି ଏବଂ ଜିଲ୍ଲାପାଳମାନେ ସମୀକ୍ଷା ବୈଠକରେ ଯୋଗ ଦେବେ ବୋଲି ସୂଚନା ମିଳିଛି । ଆଜି ମଧ୍ୟରାତ୍ରରେ ଓଡ଼ିଶା ନିକଟରେ ସ୍ଥଳଭାଗ ଛୁଇଁବ ଗୁଲାବ । ଗୋପାଳପୁର-କଳିଙ୍ଗପଟନମ ମଝିରେ ବାତ୍ୟା ସ୍ଥଳଭାଗ ଛୁଇଁପାରେ ବୋଲି ଅନୁମାନ କରାଯାଉଛି ।

ଗଞ୍ଜାମର ଗୋପାଳପୁର ଠାରୁ ୨୭୦ କିମି ଓ ଆନ୍ଧ୍ରର କଳିଙ୍ଗପଟନ ଠାରୁ ୩୩୦ କିମି ଦୂରରେ ବାତ୍ୟା ପହଞ୍ଚିଥିବାର ସୂଚନା ମିଳିଛି । ୬ଘଣ୍ଟା ଧରି ୧୦ କିମି ବେଗରେ ଗତି କରୁଛି ବାତ୍ୟା ଗୁଲାବ । ଅନ୍ୟପଟେ ସ୍ଥଳଭାଗ ଛୁଇଁବା ବେଳେ ପବନର ବେଗ ୭୫ରୁ ୯୫ କିମି ରହିବା ଆଶଙ୍କା କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ