Masthead

ଆଜି କଟକ ପୂଜା ପେଣ୍ଡାଲ ବୁଲିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି କଟକ ପୂଜା ପେଣ୍ଡାଲ ବୁଲିବେ ମୁଖ୍ୟମନ୍ତ୍ରୀ । ବିଭିନ୍ନ ପୂଜା ମଣ୍ଡପ ବୁଲି ମା’ଙ୍କ ଆଶୀର୍ବାଦ ନେବେ । କଟକ ମଣ୍ଡପ ବୁଲି ସାରିବା ପରେ କେନ୍ଦୁଝର ଯିବେ । କାଲି କେନ୍ଦୁଝରରେ ମଣ୍ଡପ ବୁଲିବେ ମୁଖ୍ୟମନ୍ତ୍ରୀ । ଲୋକଙ୍କ ସହ ମାଆଙ୍କ ଦର୍ଶନ କରି ଓଡ଼ିଶାର ସମୃଦ୍ଧି କାମନା କରିବେ ।

କଟକର ପୂଜା କମିଟି ସହ ମଧ୍ୟ ମୁଖ୍ୟ ମନ୍ତ୍ରୀ ଆଲୋଚନା କରିପାରନ୍ତି । କଟକରେ ପୂଜା ମଣ୍ଡପ ବୁଲିବା ପରେ ଭୁବନେଶ୍ୱର ଫେରି ଆସିବେ ମୁଖ୍ୟମନ୍ତ୍ରୀ । ଏହାପରେ ଅପରାହ୍ନରେ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେଠାରେ ମା’ଙ୍କ ମହାନବମୀ ପୂଜାରେ ସାମିଲ ହୋଇ କରିବେ ପୂଜାର୍ଚ୍ଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ