Masthead

ବିଶ୍ୱେଶ୍ୱର ଟୁଡୁଙ୍କ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କୁ ବୁଧବାର ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସରେ ଭର୍ତ୍ତି କରାଯାଇଥିଲା। ଟୁଡୁଙ୍କୁ କୋଭିଡ କାରଣରୁ ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିିଲା ।

ଆଖି ଏବଂ ଦାନ୍ତର ଅସ୍ଥିରେ ଯନ୍ତ୍ରଣା ହେଉଥିବା ସେ କହିଥିଲେ । ଏ ବିଷୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅବଗତ ହେଲାପରେ ନିଜ ଟ୍ୱିଟରରେ ତାଙ୍କର ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ