ଅଧିକ ସାର ଯୋଗାଣ ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ। ଓଡ଼ିଶାକୁ ସାର ଯୋଗାଣ ନେଇ ମନସୁଖ ମାଣ୍ଡଭ୍ୟଙ୍କୁ ଲେଖିଲେ ଚିଠି । ମେ, ଜୁନ୍ ଓ ଜୁଲାଇ ମାସରେ କମ୍ ସାର ଯୋଗାଣ ହୋଇଛି । ତୁରନ୍ତ ରାଜ୍ୟକୁ ଅଧିକ ସାର ଯୋଗାଇବାକୁ ଦାବି କଲେ ମୁଖ୍ୟମନ୍ତ୍ରୀ । ଖରିଫ ଋତୁ ସମୟରେ ମାତ୍ର ୧,୪୫,୧୪୫ ମେଟ୍ରିକ୍ ଟନ୍ ସାର ମିଳିଛି।

ଆବଶ୍ୟକ ଚାହିଦାର ମାତ୍ର ୬୨ % ୟୁରିଆ କେନ୍ଦ୍ର ଦେଇଛି । ଅନ୍ୟ ସାର ମାତ୍ର ୬୦ ରୁ ୭୨% ମିଳିଥିବା ଚିଠିରେ ଉଲ୍ଲେଖ । ବାତ୍ୟା ୟାସ୍ ପାଇଁ ରାଜ୍ୟର ଚାଷୀ ବିଶେଷ ଭାବେ କ୍ଷତିଗ୍ରସ୍ତ ହୋଇଛନ୍ତି । ଉତ୍ପାଦନ ବଢାଇବା ପାଇଁ ଚାଷୀଙ୍କୁ ସାରର ଆବଶ୍ୟକ ରହିଛି । କମ୍ ସାର ଯୋଗାଣ ଚାଷ ଓ ଚାଷୀଙ୍କୁ ପ୍ରତିକୂଳ ପ୍ରଭାବ ପକାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’