Masthead

ବିଭିନ୍ନ ବିଭାଗର ତଦାରଖ କରିବ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦାୟିତ୍ଵ ବଣ୍ଟନ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ୬ ବରିଷ୍ଠ ଅଧିକାରୀଙ୍କୁ ବିଭିନ୍ନ ବିଭାଗର ସମୀକ୍ଷା କରି ସିଏମଙ୍କୁ ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ। ନିକୁଞ୍ଜ ବିହାରୀ ଧଳ, ଅରିନ୍ଦମ ଡାକୁଆ, ଅନୁପମ ଶାହା, ପ୍ରସନ୍ନ କୁମାର ଷଡଙ୍ଗୀ, ଚିତ୍ରସେନ ରାଉତ ଏବଂ ଉମେଶ ତ୍ରିପାଠୀଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଏହି ବରିଷ୍ଠ ଆଇପିଏସ ଅଧିକାରୀ ମାନେ ବିଭିନ୍ନ ବିଭାଗର ତଦାରଖ କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ କରିବେ ବୋଲି ଜଣାପଡିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା