Masthead

ମୁଖ୍ୟମନ୍ତ୍ରୀ ସଡକ ଯୋଜନାରେ ମହା ଘୋଟାଲା

ସାହାରପଡା(ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀ ସଡକ ଯୋଜନାରେ ମହା ଘୋଟାଲା ହୋଇଛି । କାମ ସରୁସରୁ ରାସ୍ତାରୁ ଉଠିଲା ପିଚୁ । ଦଶଦିନ ହୋଇନି ରାସ୍ତାରୁ ଉଠିଲା ପିଚୁ । କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଲକ ନୂଆଗାଁ ବୁଧୁସାହି ରାସ୍ତାକୁ ନେଇ ଉଠିଛି ଏହି ବିବାଦ । ଲୋକଙ୍କ ଅଭିଯୋଗ ହରିଡାଗୋଠରୁ ନୂଆଗାଁ ବୁଧୁସାହି ଦେଇ ଯାଇଥିବା ରାସ୍ତା ନିର୍ମାଣ କାମ ଅତି ନିମ୍ନମାନର ହୋଇଛି । ୭୫ ଲକ୍ଷ ୮୨ ହଜାର ଟଙ୍କାରରେ ନିର୍ମିତ ହୋଇଛି ଦେଢ କିଲୋମିଟର ରାସ୍ତା । ବିଭାଗୀୟ ଅଧିକାରୀ ଓ ଠିକାଦାର ଏହି ଯୋଜନାରୁ ଫାଇଦା ଉଠାଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ