Masthead

୪ରେ ମୁଖ୍ୟମନ୍ତ୍ରୀଙ୍କ ଗଜପତି ଗସ୍ତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା ୪ରେ ଗଜପତି ଗସ୍ତ କରିବେ ମୁଖ୍ୟମନ୍ତ୍ରୀ। ସେଠାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବାଣ୍ଟିବେ। ଏହା ସହ ବହୁ ଉନ୍ନୟନମୂଳକ କାର୍ଯ୍ୟର ଶୁଭାରମ୍ଭ କରିବେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଜିଲ୍ଲାରେ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଏହା ପରେ ୮ରେ ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ । ସୂଚନାଯୋଗ୍ୟ ଯେ ଅକ୍ଟୋବର ୧ରେ ମୁଖ୍ୟମନ୍ତ୍ରୀଙ୍କ ଗଜପତି ଗସ୍ତ ଚୂଡ଼ାନ୍ତ ହୋଇଥିଲା।

ତେବେ ବାତ୍ୟା ଓ ବର୍ଷା ପାଇଁ ଘୁଞ୍ଚାଇ ଦିଆଯାଇଥିଲା। ମାଲକାନଗିରି‌ରୁ ଏହି ଗସ୍ତ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ତାହା ପରେ ସୁନ୍ଦରଗଡ଼ ଓ ବଲାଙ୍ଗୀର ଗସ୍ତ କରି ସ୍ମାର୍ଟ କାର୍ଡ ବଣ୍ଟନ କରିସାରିଛନ୍ତି। ଗଜପତି ହେବ ତାଙ୍କର ଚତୁର୍ଥ ଜିଲ୍ଲା ଗସ୍ତ। ଏହା ପରେ ନିୟମିତ ବ୍ୟବଧାନରେ ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା ଗସ୍ତ ଜାରି ରହିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ