Masthead

ଚିଫ୍ ସେକ୍ରେଟେରୀଙ୍କୁ ବି ଛାଡିଲାନି ଡେଙ୍ଗୁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଏବେ ଡେଙ୍ଗୁ ସ୍ଥିତି ଅଣାୟତ୍ତ ଥିବାବେଳେ ଡେଙ୍ଗୁର ହଟସ୍ପଟ ପାଲଟିଛି ରାଜଧାନୀ ଭୁବନେଶ୍ୱର । ଏହି ଡେଙ୍ଗୁ କବଳରୁ ବର୍ତ୍ତି ନାହାନ୍ତି ମୁଖ୍ୟଶାସନ ସଚିବ । ଡେଙ୍ଗୁ ଆକ୍ରାନ୍ତ ହୋଇଛନ୍ତି ମୁଖ୍ୟଶାସନ ସଚିବ ପ୍ରଦୀପ ଜେନା । ଡେଙ୍ଗୁରେ ଆକ୍ରାନ୍ତ ହୋଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ସଚିବ ।

ଏବେ ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ଥିବାବେଳେ ଧୀରେଧୀରେ ସ୍ୱାସ୍ଥ୍ୟ ଅବସ୍ଥାରେ ଉନ୍ନ୍‌ତି ହେଉଥିବା କହିଛନ୍ତି କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ । ନିର୍ଦ୍ଦେଶକଙ୍କ କହିବାନୁଯାୟୀ ମୁଖ୍ୟ ଶାସନ ସଚିବଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଏବେ ଭଲ ଅଛି । ଧୀରେଧୀରେ ସୁସ୍ଥ ହେଉଥିବାବେଳେ ପ୍ଲେଟଲେଟରେ ମଧ୍ୟ ଉନ୍ନତି ପରିଲକ୍ଷିତ ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ