Masthead

ଗରମ ଖିରିରେ ପଡ଼ି ଶିଶୁ ମୃତ

ନୂଆପଡ଼ା (ବଡ଼ ଖବର ବ୍ୟୁରୋ): ଗରମ ଖିରିରେ ପଡ଼ି ଶିଶୁ ମୃତ । ଭୋଜି ରନ୍ଧା ଚାଲିଥିବା ବେଳେ ଖିରି ହାଣ୍ଡିରେ ପଡ଼ି ଶିଶୁର ମୃତୁ୍ୟ ଘଟିଛି । ନୂଆପଡା ଜିଲ୍ଲା ଖଡ଼ିଆଳ ବ୍ଲକ ରାନିମୁଣ୍ଡା ଗ୍ରାମରେ ଘଟିଛି ଅଭାବନୀୟ ଘଟଣା । ମୃତକ ହେଲେ ହୁତେଶ କୁମାର ହେର୍ଣ୍ଣାଙ୍କ ଚାରି ବର୍ଷର ପୁଅ ବିକାଶ ହେର୍ଣ୍ଣା । ବିକାଶ ଭୋଜି ପାଖରେ ଖେଳୁଥିବା ସମୟରେ ଖିରି ପାତ୍ରରେ ପଡି ଯାଇଥିଲେ। ଫଳରେ ସେ ଗୁରୁତର ଆହତ ହୋଇଥିଲେ। ଶିଶୁକୁ ପ୍ରଥମେ ଖଡ଼ିଆଳ ମିଶନ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ପ୍ରାଥମିକ ଚିକିତ୍ସା ପରେ ରାୟପୁରକୁ ସ୍ଥାନାନ୍ତରିତ କରାଯାଇଥିଲା। ଶିଶୁ ଟିର ମୃତ୍ୟୁ ରେ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ