Masthead

ପିଲାଙ୍କୁ ଦିଆଯିବ କରୋନା ଟିକା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦେଶରେ ୨ ରୁ ୧୮ ବର୍ଷର ପିଲାମାନଙ୍କୁ କରୋନା ଟିକା ଦିଆଯିବାର ନିଷ୍ପତ୍ତି ନିଆଯାଉଛି । ଛୋଟ ପିଲାଙ୍କୁ କରୋନା ଟିକା ଦେବା ପାଇଁ DCGI ମଞ୍ଜୁର କରିଥିବାର ସୂଚନା ମିଳିଛି । ଭାରତ ବାୟୋଟେକ ପିଲାଙ୍କ ଉପରେ ଟ୍ରାଏଲ ଶେଷ କରିଥିଲା । ଟ୍ରାଏଲ ନେଇ DCGIକୁ ରିପୋର୍ଟ ଦେଇଥିଲା ଭାରତ ବାୟୋଟେକ । ସେପଟେ କୋଭାକ୍ସିନ ଦେବାକୁ ସବସେକ୍ଟ ଏକ୍ସପର୍ଟ କମିଟିର ଅନୁମତି ମିଳିଛି । ଏହା ସହ କୋଭାକ୍ସିନ ଟିକା ନେଇ ଫେଜ-୨ ଓ ଫେଜ-୩ ଟ୍ରାଏଲ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା