Masthead

ପିଲାଙ୍କୁ ଦିଆଯିବ କରୋନା ଟିକା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦେଶରେ ୨ ରୁ ୧୮ ବର୍ଷର ପିଲାମାନଙ୍କୁ କରୋନା ଟିକା ଦିଆଯିବାର ନିଷ୍ପତ୍ତି ନିଆଯାଉଛି । ଛୋଟ ପିଲାଙ୍କୁ କରୋନା ଟିକା ଦେବା ପାଇଁ DCGI ମଞ୍ଜୁର କରିଥିବାର ସୂଚନା ମିଳିଛି । ଭାରତ ବାୟୋଟେକ ପିଲାଙ୍କ ଉପରେ ଟ୍ରାଏଲ ଶେଷ କରିଥିଲା । ଟ୍ରାଏଲ ନେଇ DCGIକୁ ରିପୋର୍ଟ ଦେଇଥିଲା ଭାରତ ବାୟୋଟେକ । ସେପଟେ କୋଭାକ୍ସିନ ଦେବାକୁ ସବସେକ୍ଟ ଏକ୍ସପର୍ଟ କମିଟିର ଅନୁମତି ମିଳିଛି । ଏହା ସହ କୋଭାକ୍ସିନ ଟିକା ନେଇ ଫେଜ-୨ ଓ ଫେଜ-୩ ଟ୍ରାଏଲ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା