Masthead

ଲଣ୍ଡା ପାହଡ଼ ହେଲା ସବୁଜ

ସମ୍ବଲପୁର (ବଡ଼ ଖବରୁ ବ୍ୟୁରୋ): ମହିଳାମାନଙ୍କୁ ଆର୍ଥିକ ଓ ସାମାଜିକ ସ୍ଥିତିର ଉନ୍ନତ କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କରିଛନ୍ତି ସରକାରଙ୍କ ବିଭିନ୍ନ ବିଭାଗର ସହଭାଗିତାରେ ଯୋଜନାଗୁଡ଼ିକ କାର୍ଯ୍ୟକାରୀ କରାଯାଉଛି । ଏହି କାର୍ଯ୍ୟକାରିତାର ସଫଳ ରୂପାୟନ ଦେଖିବାକୁ ମିଳିଛି ସମ୍ବଲପୁର ଜିଲ୍ଳା ମାନେଶ୍ୱର ବ୍ଲକ୍ ସାହାସପୁର ପଞ୍ଚୟତ ସାଲେସିଂ ଗ୍ରାମରେ । ଓଡ଼ିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ ଏହି ଗ୍ରାମକୁ ୨୦୧୮ ରେ ହାତକୁ ନେଇଥିଲେ ।

ସେତେବେଳେ ଗ୍ରାମର ଉନ୍ନତି କରିବା ସହ ଲୋକଙ୍କର ଜୀବନ ଜୀବିକା ଉନ୍ନତି ସହ ଏହି ଦାୟିତ୍ୱ ନିଆଯାଇଥିଲା ଗ୍ରାମ ନିକଟରେ ଥିବା ଶୁଗୁଲିଆ ଶିକ ନାମକ ଲଣ୍ଡା ପାହାଡ଼କୁ ସବୁଜିମା କରିବା ଲକ୍ଷ୍ୟ ଥିଲା । ଏବେ ଏହି ଲକ୍ଷ୍ୟ ପୂରଣ ହୋଇଛି । ଲଣ୍ଡା ପାହଡ଼ ସବୁଜିମା ହୋଇଥିବା ବେଳେ ଗ୍ରାମର ଅଧିକାଂଶ ପରିବାର ସଦସ୍ୟ ବିଭିନ୍ନ ଯୋଜନାରେ ସାମିଲ ହୋଇ ଲାଭ ପାଉଛନ୍ତି । ଏହା ଦ୍ୱାରା ଆର୍ଥିକ ଓ ସାମାଜିକ ସ୍ଥିତିର କ୍ଷେତ୍ରରେ ସୁଧାର ଆସିଛି ବୋଲି ସ୍ଥାନୀୟ ଲୋକ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ