Masthead

ସଫେଇ କର୍ମଚାରୀ ଫେରାଇଲେ ୩ ଲକ୍ଷର ସୁନା ଚେନ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମହାନତା ଦେଖାଇଲେ ସଫେଇ କର୍ମଚାରୀ । ଫେରାଇଲେ ୩ ଲକ୍ଷର ସୁନା ଚେନ୍ । ସୁନା ଚେନ୍‌ ପାଇଥିବା ଜଣେ ସଫେଇ କର୍ମଚାରୀ ଏହାକୁ ଫେରାଇ ଦେଇଛନ୍ତି। ବିଏମ୍‌ସିରେ କାର୍ୟ୍ୟରତ ମହିଳା ସଫେଇ କର୍ମଚାରୀ ପୂଜାରାଣୀ ସିଂଙ୍କ ଏହି ମହତପଣିଆକୁ ନେଇ ଏବେ ଚାରିଆଡ଼େ ଚର୍ଚ୍ଚା। ଲୋଭକୁ ପଛରେ ପକାଇ କିଛି ପାଇବା ଆଶାରେ ନୁହେଁ ବରଂ ଲୋକଙ୍କୁ ସହାୟତା ପାଇଁ କିଛି ବ୍ୟକ୍ତି ଆଗେଇ ଆସୁଛନ୍ତି। ଯାହାର ଏକ ଜ୍ୱଳନ୍ତ ଉଦାହରଣ ରାଜଧାନୀ ଭୁବନେଶ୍ୱରରେ ଦେଖିବାକୁ ମିଳିଛି। ସୁନା ଚେନ୍‌ ପାଇଥିବା ଜଣେ ସଫେଇ କର୍ମଚାରୀ ଏହାକୁ ଫେରାଇ ଦେଇଛନ୍ତି। ସୂଚନା ଅନୁସାରେ, ମାଇକ୍ରୋ କମ୍ପଷ୍ଟିଂ ସେଣ୍ଟରରେ ଅଳିଆକୁ ଅଲଗା ଅଲଗା କରିବା ବେଳେ ପୂଜାରାଣୀ ପ୍ରାୟ ୩ ଲକ୍ଷ ଟଙ୍କାର ଏକ ସୁନା ଚେନ୍‌ ପାଇଥିଲେ। ପରେ ସୁନା ଚେନକୁ ଫେରାଇ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ