Masthead

ଜାରି ରହିଛି ଶୀତର ଲହରୀ

ରାଜ୍ୟରେ ଜାରି ରହିଛି ଶୀତର ଲହରୀ । କୁହୁଡ଼ି ଆସ୍ତରଣ ତଳେ ସାରା ଓଡ଼ିଶା । ବିଭିନ୍ନ ସ୍ତାନରେ ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି । ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୧୫ ଡ଼ିଗ୍ରୀ ଥିବାବେଳେ ଅନୁଗୁଳ ଓ ବାରିପଦାରେ ଗତକାଲି ସର୍ବନିମ୍ନ ତାପମାତ୍ରା ୧୫.୬ ଡିଗ୍ରୀ ସେଲସିଅସ ରେକର୍ଡ଼ ହୋଇଛି । ସେହିପରି ଭାବେ ରାଜ୍ୟର ଅନ୍ୟାନ୍ୟ ସ୍ଥାନରେ ମଧ୍ୟ ଶୀତ ସାଙ୍ଗକୁ କୁହୁଡ଼ି ଦେଖିବାକୁ ମିଳିଛି । ଭୁବନେଶ୍ୱର, କଟକ ସହର ସଂପୁର୍ଣ୍ଣ କୁହୁଡ଼ିରେ ଆଚ୍ଛାଦିତ ହୋଇଥିବା ବେଳେ ସେପଟେ ରାୟଗଡ଼ା, କନ୍ଧମାଳ, କୋରାପୁଟ, ମାଲକାନଗିରି ଓ ନୟାଗଡ଼ରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ