Masthead

ପୁଣି ଉଗ୍ର ହେଲା କଂଗ୍ରେସ କନ୍ଦଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ଉଗ୍ର ହେଲା କଂଗ୍ରେସ କନ୍ଦଳ । ଯୁବ କଂଗ୍ରେସ ସଭାପତିଙ୍କୁ ବିରୋଧ କରି କଂଗ୍ରେସ ଭବନରେ ଭଙ୍ଗାରୁଜା । ଯୁବ କଂଗ୍ରେସ କାର୍ଯ୍ୟାଳୟର ସମସ୍ତ ଆସବାବପତ୍ର ଭଙ୍ଗାରୁଜା କରିଛନ୍ତି ବିରୋଧୀ ଗୋଷ୍ଠୀ । ଦୀର୍ଘ ଦିନ ହେଲା ଯୁବ କଂଗ୍ରେସରେ ଲାଗି ରହିଛି ଗୋଷ୍ଠୀ କନ୍ଦଳ । ଯୁବ କଂଗ୍ରେସ ସଭାପତି ସ୍ମୃତି ରଂଜନ ଲେଙ୍କାଙ୍କୁ ବିରୋଧ କରୁଛନ୍ତି ଅପର ଗୋଷ୍ଠୀ ।

ଯାହାକୁ ନେଇ ବିଭିନ୍ନ ସମୟରେ ଉଭୟ ଗୋଷ୍ଠୀ ମୁହାଁମୁହିଁ ହେବାର ନଜିର ରହିଛି । ପଶିଲେ, ଭାଙ୍ଗିଲେ କଂଗ୍ରେସ ଭବନରେ ଥିବା ଯୁବ କଂଗ୍ରେସ କାର୍ଯ୍ୟାଳୟର ଆସବାବପତ୍ର । ସକାଳ ୬ ଟାରେ ୪ ଜଣ ଅଜଣା ଯୁବକ ମୁହଁରେ କଳା କପଡା ପିନ୍ଧି କଂଗ୍ରେସ ଭବନକୁ ଧସେଇ ପସିଥିଲେ । ସୁରକ୍ଷା କର୍ମୀଙ୍କୁ ଯୁବ କଂଗ୍ରେସ କାର୍ୟ୍ୟାଳୟ ଚାବି ମାଗିଥିଲେ ୪ ଯୁବକ । ଚାବି ନମିଳିବାରୁ କାର୍ଯ୍ୟାଳୟ ତାଲା ଭାଙ୍ଗି ଆସବାବପତ୍ର ଭଙ୍ଗାରୁଜା କରିଛନ୍ତି । ଦୀର୍ଘ ଦିନ ହେଲା କଂଗ୍ରେସରେ ଚାଲିଥିବା ଗୋଷ୍ଠୀ କନ୍ଦଳର ପ୍ରତିଫଳନ ଆଜିର ଘଟଣାରୁ ଆହୁରି ସ୍ପଷ୍ଟ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ