Masthead

ଅହଙ୍କାର ଛାଡ଼ି କୃଷି ଆଇନକୁ ଫେରାଇ ନେବା ପାଇଁ କଂଗ୍ରେସର ଦେଲା ପରାମର୍ଶ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କେନ୍ଦ୍ର ସରକାରଙ୍କ ତିନୋଟି କଳା ଆଇନ ବିରୋଧରେ ଦୀର୍ଘଦିନ ଧରି କୃଷକମାନେ ଆନ୍ଦୋଳନ କରିଆସୁଛନ୍ତି । ଏପରିକି ଏହି ଆନ୍ଦୋଳନରେ ଦେଶର ଅନେକ ରାଜନୈତିକ ଦଳ ମଧ୍ୟ ସାମିଲ ହୋଇ ଶାସକ ଦଳକୁ ଏହାକୁ ଫେରାଇ ନେବାକୁ ଦାବି କରୁଛନ୍ତି । ହେଲେ ବାରମ୍ବାର କେନ୍ଦ୍ର ସରକାର ଏହାକୁ ଅଣଦେଖା କରୁଥିବାର ଦେଖିବାକୁ ମିଳିଛି । ଏହା ମଧ୍ୟରେ କଂଗ୍ରେସ ଦଳର ସାଧାରଣ ସମ୍ପାଦକ ତଥା ମୁଖ୍ୟ ମୁଖପାତ୍ର ରଣଦୀପ ସୁରଜେୱାଲା ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କରିଛନ୍ତି । ତେବେ ଉପ-ନିର୍ବାଚନରେ ବିଜେପି ଦୁଇଟି ଲୋକସଭା ଆସନରୁ ଦୁଇଟି ହାରିଛି ।

ବିଧାନସଭା ଉପ-ନିର୍ବାଚନରେ ବିଜେପି ଅଧିକାଂଶ ଆସନ ହରାଇଛି । ଯେଉଁଠାରେ କଂଗ୍ରେସ ସହିତ ସିଧାସଳଖ ପ୍ରତିଯୋଗିତା ହୋଇଥିଲା । ହିମାଚଳ ପ୍ରଦେଶ, ରାଜସ୍ଥାନ, କର୍ଣ୍ଣାଟକ ଏବଂ ମହାରାଷ୍ଟ୍ର ଏହାର ପ୍ରମାଣ । ସେପଟେ କଂଗ୍ରେସ ହିମାଚଳ ପ୍ରଦେଶର ମାଣ୍ଡି ଲୋକସଭା ଆସନ ଏବଂ ତିନୋଟି ବିଧାନସଭା ଆସନରେ ଜିତିଛି । ତେଣୁ ଭାରତୀୟ ଜନତା ପାର୍ଟି ନିଜର ଅହଂକାର ଛାଡ଼ି ତିନୋଟି କୃଷି ଆଇନକୁ ଫେରାଇ ନିଅନ୍ତୁ ବୋଲି କଂଗ୍ରେସର ମୁଖପାତ୍ର ରଣଦୀପ ସୁରଜେୱାଲା କହିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି