Masthead

ଫେରିଲା କଣ୍ଟେନମେଣ୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ଭୁବନେଶ୍ବରକୁ ଫେରିଲା କଣ୍ଟେନମେଣ୍ଟ। ରାଜଧାନୀରେ ସଂକ୍ରମଣ ପୁଣି ବଢ଼ିବାରୁ ଭୁବନେଶ୍ୱରକୁ ଫେରିଲା କଣ୍ଟେନମେଣ୍ଟ। ରାଜଧାନୀର ରାଜେନ୍ଦ୍ରବିହାର ଆପାର୍ଟମେଣ୍ଟକୁ କଣ୍ଟେନମେଣ୍ଟ୍ ଘୋଷଣା କରାଯାଇଛି। ଆପାର୍ଟମେଣ୍ଟର ୧୦ଟି ଫ୍ଲାଟରେ ଏକାଧିକ ସଂକ୍ରମିତ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ଆପାର୍ଟମେଣ୍ଟର କିଛି ଅନ୍ତେବାସୀ କୋଭିଡ଼ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ଏହାକୁ ଦୃଷ୍ଟିରେ ରଖି ବିଏମ୍ସିର କଣ୍ଟେନମେଣ୍ଟ ଘୋଷଣା କରାଯାଇଛି।

ଫରେଷ୍ଟ ପାର୍କ ଅଞ୍ଚଳର ରାଜେନ୍ଦ୍ର ବିହାର ଆପାର୍ଟମେଣ୍ଟକୁ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି। ୫୨ ନମ୍ବର ୱାର୍ଡ ରାଜେନ୍ଦ୍ର ବିହାର ଆପାର୍ଟମେଣ୍ଟ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି। ସଂପୃକ୍ତ ଅଞ୍ଚଳରୁ କେହି ଆସିପାରିବେନି ବା ସେଠାକୁ ଯାଇପାରିବେନି। ଉକ୍ତ ଅଞ୍ଚଳକୁ ବିଏମସି ପକ୍ଷରୁ ସାଇନାଇଜ୍ କରାଯିବ ଏହା ସହିତ ଆକ୍ରାନ୍ତ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କ କରୋନା ପରୀକ୍ଷା ସହ ଟ୍ରାକିଂ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି