Masthead

ସମବାୟ ସମିତି ନିର୍ବାଚନ ତାରିଖ ଘୋଷଣା ନିର୍ଦ୍ଦେଶ

କଟକ (ବଡ଼ ଖବର ବ୍ୟୁରୋ): ରାଜ୍ୟର ସମସ୍ତ ସମବାୟ ସମିତି ନିର୍ବାଚନ କରିବାକୁ ଉଚ୍ଚ ନ୍ୟାୟାଳୟ ନିର୍ଦ୍ଦେଶ ଦେଇଛନ୍ତି । ନିର୍ଦ୍ଦାରିତ ସମୟ ସୀମା ମଧ୍ୟରେ ଏହି ନିର୍ବାଚନ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଅଦାଲତ । ସମବାୟ ସମିତି ନିର୍ବାଚନରେ ବିଳମ୍ବ ଦର୍ଶାଇ ଭବାନୀ ପ୍ରସାଦ ମାଝୀଙ୍କ ଦାୟର ମାମଲାରେ ବିଚାରପତି ବିଶ୍ୱଜିତ ମହାନ୍ତିଙ୍କ ଖଣ୍ଡପୀଠରେ ରାୟ ପ୍ରକାଶ କରି ନିର୍ଦ୍ଦେଶ ଦେଇଛନ୍ତିି ।

ତେବେ ଜିଲ୍ଲାପାଳମାନେ ଆଉ କୋ-ଅପରେଟିଭ ସୋସାଇଟିର ପ୍ରଶାସକ ରହିପାରିବେ ନାହିଁ ବୋଲି ଅଦାଲତ ଦର୍ଶାଇଛନ୍ତି । ରାଜ୍ୟ ସରକାର ନିର୍ବାଚନ ପାଇଁ ସମସ୍ତ ସହାୟତା ଦେବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି । ଓଡ଼ିଶାରେ ୧୭ ଟି କୋ-ଅପରେଟିଭ ବ୍ୟାଙ୍କ ରହିଛି । ସମବାୟ ସମିତିଗୁଡ଼ିକର ପରିଚାଳନା ଦାୟିତ୍ୱ ଏବେ ପ୍ରଶାସକଙ୍କ ହାତରେ ଅଛି । ନିର୍ବାଚିତ ସଦସ୍ୟଙ୍କ କାର୍ଯ୍ୟକାଳ ଦେଢ ବର୍ଷ ହେବ ଶେଷ ହୋଇଥିବାବେଳେ ସରକାର ସମବାୟ ନିର୍ବାଚନ କରୁ ନାହାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ