Masthead

ସମବାୟ ସମିତି ନିର୍ବାଚନ ତାରିଖ ଘୋଷଣା ନିର୍ଦ୍ଦେଶ

କଟକ (ବଡ଼ ଖବର ବ୍ୟୁରୋ): ରାଜ୍ୟର ସମସ୍ତ ସମବାୟ ସମିତି ନିର୍ବାଚନ କରିବାକୁ ଉଚ୍ଚ ନ୍ୟାୟାଳୟ ନିର୍ଦ୍ଦେଶ ଦେଇଛନ୍ତି । ନିର୍ଦ୍ଦାରିତ ସମୟ ସୀମା ମଧ୍ୟରେ ଏହି ନିର୍ବାଚନ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଅଦାଲତ । ସମବାୟ ସମିତି ନିର୍ବାଚନରେ ବିଳମ୍ବ ଦର୍ଶାଇ ଭବାନୀ ପ୍ରସାଦ ମାଝୀଙ୍କ ଦାୟର ମାମଲାରେ ବିଚାରପତି ବିଶ୍ୱଜିତ ମହାନ୍ତିଙ୍କ ଖଣ୍ଡପୀଠରେ ରାୟ ପ୍ରକାଶ କରି ନିର୍ଦ୍ଦେଶ ଦେଇଛନ୍ତିି ।

ତେବେ ଜିଲ୍ଲାପାଳମାନେ ଆଉ କୋ-ଅପରେଟିଭ ସୋସାଇଟିର ପ୍ରଶାସକ ରହିପାରିବେ ନାହିଁ ବୋଲି ଅଦାଲତ ଦର୍ଶାଇଛନ୍ତି । ରାଜ୍ୟ ସରକାର ନିର୍ବାଚନ ପାଇଁ ସମସ୍ତ ସହାୟତା ଦେବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି । ଓଡ଼ିଶାରେ ୧୭ ଟି କୋ-ଅପରେଟିଭ ବ୍ୟାଙ୍କ ରହିଛି । ସମବାୟ ସମିତିଗୁଡ଼ିକର ପରିଚାଳନା ଦାୟିତ୍ୱ ଏବେ ପ୍ରଶାସକଙ୍କ ହାତରେ ଅଛି । ନିର୍ବାଚିତ ସଦସ୍ୟଙ୍କ କାର୍ଯ୍ୟକାଳ ଦେଢ ବର୍ଷ ହେବ ଶେଷ ହୋଇଥିବାବେଳେ ସରକାର ସମବାୟ ନିର୍ବାଚନ କରୁ ନାହାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ