Masthead

ସ୍ଥିର ରହିଛି କରୋନା ସ୍ଥିତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) : ସାରା ଓଡ଼ିଶାରେ ଡେଲଟା ପ୍ଲସ ଭ୍ୟାରିଆଣ୍ଟ ଚିନ୍ତା ବଢାଉଥିବା ବେଳେ ଶନିବାର ରାଜ୍ୟରେ ୩ ହଜାର ୫୫୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଶୁକ୍ରବାର ୩ହଜାର ତଳେ ସଂକ୍ରମଣ ଥିବାବେଳେ ଶନିବାର ୩ ହଜାର ପାର କରିଛି । ୨୪ ଘଣ୍ଟାରେ ୪୭ ଜୀବନ ନେଇଛି ମହାମାରୀ ।

ରାଜ୍ୟରେ ଶନିବାର ୬୮, ୬୯୫ ନମୁନା ପରୀକ୍ଷା ହୋଇଥିଲା । ସେଥିମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୬୫୧, କଟକରୁ ୫୦୧ ଚିହ୍ନଟ ହୋଇଛନ୍ତି । ସେହିପରି ଯାଜପୁରରୁ ୨୫୬, ଜଗତସିଂହପୁରରୁ ୧୪୫, ଭଦ୍ରକରେ ୧୫୮, ମୟୂରଭଞ୍ଜରେ ୧୯୬, ବାଲେଶ୍ୱରରୁ ୨୭୧, ଅନୁଗୁଳରେ ୧୩୩, ପୁରୀରୁ ୨୩୩ ଓ ନୟାଗଡରୁ ୧୦୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮ଲକ୍ଷ ୯୭ହଜାର ୬୨ରେ ପହଞ୍ଚିଛି । ଆକ୍ଟିଭ୍ କେସ୍ ୩୩ ହଜାର ୧୯ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା