Masthead

ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କୁ ଦିଆଯିବ କରୋନା ଟିକା

ପୁରୀ (ବଡ଼ ଖବର ବ୍ୟୁରୋ): ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କୁ ଦିଆଯିବ କୋଭିଡ-୧୯ ଟିକା । ଲୋକନାଥ ରୋଡ ସ୍ଥିତ ପ୍ରତିହାରୀ ନିଯୋଗର ବୈଠକ ଗୃହରେ ସେବାୟତମାନଙ୍କୁ ଦିଆଯିବ ଟିକା। ଜିଲ୍ଲାପାଳଙ୍କ ଉପସ୍ଥିତିରେ ସମସ୍ତ ସେବାୟତମାନଙ୍କୁ ଟିକା ଦିଆଯିବ । ଟିକାକରଣ କାଯ୍ୟକ୍ରମ ଦିନ ୧୦ଟାରୁ ଅପରାହ୍ନ ୫ଟା ପଯ୍ୟନ୍ତ ଚାଲିବ । ତେବେ ୬୦ ବର୍ଷରୁ ଅଧିକ ବୟସ୍କ ସେବାୟତଙ୍କୁ ଦିଆଯିବ କରୋନା ଟିକା ।

ଯେଉଁ ସେବାୟତମାନଙ୍କର ଡାଇବେଟିସ, ଉଚ୍ଚ ରକ୍ତଚାପ, କ୍ୟାନସର ଥିବ ସେମାନେ ମଧ୍ୟ ରୋଗ ସମ୍ବନ୍ଧରେ ଜଣାଇ ଟିକା ନେଇପାରିବେ । ଦୈନିକ ୧୦୦ ଜଣ ସେବାୟତଙ୍କୁ ଟିକା ପ୍ରଦାନ କରାଯିବା ନେଇ ହୋଇଛି ବ୍ୟବସ୍ଥା । ଶ୍ରାମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା । କେବଳ ପୁରୁଷ ସେବାୟତଙ୍କୁ ଏହି ସୁବିଧା ଉପଲବ୍ଧ କରାଯିବ। ରାଜ୍ୟରେ ଖରା ବଢୁଥିବାରୁ ଟିକାଦାନ କେନ୍ଦ୍ର ବୃଦ୍ଧି କରାଯାଇଛି। ଏବେ ରାଜ୍ୟର ୭୦୦ଟି କେନ୍ଦ୍ରରେ ଟିକାଦାନ କରାଯାଉଛି।

ସ୍ୱାସ୍ଥ୍ୟ କର୍ମୀ ଓ ସମ୍ମୁଖ ଯୋଦ୍ଧାଙ୍କୁ ଟିକାଦାନ ଟାର୍ଗେଟ୍‌ ପାଖାପାଖି ପହଞ୍ଚି ଯାଇଛି।  ଏଣିକି ରବିବାର ଓ ଛୁଟି ଦିନ ବ୍ୟତୀତ ସବୁଦିନ ଟିକା ଦିଆଯିବ ବୋଲି କରୋନା ପରିବାର କଲ୍ୟାଣ ନିର୍ଦ୍ଦେଶକ କହିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ