Masthead

ବାପୁଙ୍କୁ ମନେପକାଉଛି ଦେଶ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ହେଉଛି ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସ । ଜାତିର ପିତା ତଥା ସ୍ୱାଧିନତା ସଂଗ୍ରାମର ଜଣେ ମହାନ ନାୟକ ହେଉଛନ୍ତି ମହାତ୍ମା ଗାନ୍ଧୀ । ଟ୍ୱିଟ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଗାନ୍ଧୀଙ୍କ ଅହିଂସା ନିତୀକୁ ପାଳନ କରିବା ଉଚିତ, ଗାନ୍ଧୀଙ୍କ ସତ୍ୟ ଓ ପ୍ରେମ ମାର୍ଗରେ ଚାଲିବାକୁ ଆମେ ସଂକଳ୍ପ ନେବା ଉଚିତ ବୋଲି ରାଷ୍ଟ୍ରପତି କହିଛନ୍ତି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମଧ୍ୟ ଟ୍ୱଟ କରି ଶ୍ରଦ୍ଧାଞ୍ଜଳି ଜଣାଇବା ସହ ମହାତ୍ମାଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ଆହ୍ୱାନ ଦେଇଛନ୍ତି । ଅହିଂସାର ମାର୍ଗ ଅନୁସରଣ କରିବା ହିଁ ତାଙ୍କ ପ୍ରତି ହେବ ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ବୋଲି ରାଜ୍ୟପାଳ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ