Masthead

ଦେଶ ଦେଖିଲା ଓଡ଼ିଆ ଝିଅର ଜଲୱା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦିଲ୍ଲୀର ଅନୁଷ୍ଠିତ ନେଷ୍ଟ ଟପ୍ ମଡେଲ୍ ସିଜିନ୍-୩ର ଟାଇଟଲ୍ ଜିତିଛନ୍ତି ଓଡ଼ିଆ ଝିଅ । ନେଷ୍ଟ ଟପ୍ ମଡେଲ୍ ସିଜିନ୍-୩ରେ ସାରା ଦେଶରୁ ୩୫ ଜଣ ପ୍ରତିଯୋଗୀ ଥିଲେ । ଏଥିରେ ସମସ୍ତଙ୍କୁ ପଛରେ ପକାଇ ଭଦ୍ରକର ଝିଅ ଦିଗଦର୍ଶୀ ମିଶ୍ର ନେଷ୍ଟ ଟପ୍ ମଡେଲ୍ ସିଜିନ୍-୩ ଟାଇଟଲ୍ ହାସଲ କରିଛନ୍ତି ।

ମାର୍ଚ୍ଚ ୩୦ ଓ ୩୧ ତାରିଖ ଦୁଇ ଦିନ ଧରି ନୂଆଦିଲ୍ଲୀରେ ପିଜି-୩ ଏଣ୍ଟରଟେନମେଣ୍ଟ ପକ୍ଷରୁ ଏହି ପ୍ରତିଯୋଗିତା ଆୟୋଜିତ ହୋଇଥିଲା । ତେବେ ଏହି ସଫଳତା ପରେ ଦିଗଦର୍ଶୀ ମିସ୍ ଇଣ୍ଡିଆ ପ୍ରତିଯୋଗୀତାରେ ସଫଳତା ହାସଲ ପାଇଁ ଲକ୍ଷ୍ୟ ରଖିଥିବା କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ