Masthead

ଦେଶ ଦେଖିଲା ଓଡ଼ିଆ ଝିଅର ଜଲୱା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦିଲ୍ଲୀର ଅନୁଷ୍ଠିତ ନେଷ୍ଟ ଟପ୍ ମଡେଲ୍ ସିଜିନ୍-୩ର ଟାଇଟଲ୍ ଜିତିଛନ୍ତି ଓଡ଼ିଆ ଝିଅ । ନେଷ୍ଟ ଟପ୍ ମଡେଲ୍ ସିଜିନ୍-୩ରେ ସାରା ଦେଶରୁ ୩୫ ଜଣ ପ୍ରତିଯୋଗୀ ଥିଲେ । ଏଥିରେ ସମସ୍ତଙ୍କୁ ପଛରେ ପକାଇ ଭଦ୍ରକର ଝିଅ ଦିଗଦର୍ଶୀ ମିଶ୍ର ନେଷ୍ଟ ଟପ୍ ମଡେଲ୍ ସିଜିନ୍-୩ ଟାଇଟଲ୍ ହାସଲ କରିଛନ୍ତି ।

ମାର୍ଚ୍ଚ ୩୦ ଓ ୩୧ ତାରିଖ ଦୁଇ ଦିନ ଧରି ନୂଆଦିଲ୍ଲୀରେ ପିଜି-୩ ଏଣ୍ଟରଟେନମେଣ୍ଟ ପକ୍ଷରୁ ଏହି ପ୍ରତିଯୋଗିତା ଆୟୋଜିତ ହୋଇଥିଲା । ତେବେ ଏହି ସଫଳତା ପରେ ଦିଗଦର୍ଶୀ ମିସ୍ ଇଣ୍ଡିଆ ପ୍ରତିଯୋଗୀତାରେ ସଫଳତା ହାସଲ ପାଇଁ ଲକ୍ଷ୍ୟ ରଖିଥିବା କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ