Masthead

ଦେଶର ପ୍ରଥମ ୧୮ବର୍ଷରୁ କମ୍ ବ୍ଲାକ୍ ଫଙ୍ଗସ୍ ରୋଗୀଙ୍କ ଅସ୍ତ୍ରୋପଚାର ସଫଳ

ଅହମ୍ମଦାବାଦ(ବଡ଼ ଖବର ବ୍ୟୁରୋ): ଦେଶରେ ପ୍ରଥମ । ୧୮ବର୍ଷରୁ କମ୍ ବୟସର ଯୁବକଙ୍କ ଠାରେ ବ୍ଲାକ୍ ଫସଙ୍ଗ ଅସ୍ତ୍ରୋପଚାର ସଫଳ । ଏଭଳି ଘଟଣା ଘଟିଛି ଗୁଜରାଟର ଅହମ୍ମଦାବାଦ ସହରରେ । ଅହମ୍ମଦାବାଦର ଚାନ୍ଦଖେଡାରେ ଥିବା ଆପୁଲ ଚିଲଡ୍ରେନ୍ ହସ୍ପିଟାଲରେ ସଫଳ ହୋଇଛି ଅସ୍ତ୍ରୋପଚାର । ଡାକ୍ତର ଅଭିଶେକ ବଂଶଲ କରିଥିଲେ ଅସ୍ତ୍ରୋପଚାର । ଚାନ୍ଦଖେଡାର ଜଣେ ୧୫ବର୍ଷର ଯୁବକ ପୂର୍ବରୁ କରୋନାରେ ଆକ୍ରାନ୍ତ ହୋଇଥିଲେ ।

ସେ ସୁସ୍ଥ ହେବାର କିଛି ଦିନ ଭିତରେ ବ୍ଲାକ୍ ଫଙ୍ଗସରେ ଆକ୍ରାନ୍ତ ହୋଇଥିଲେ । ଏହି ସମୟରେ ତାଙ୍କ ଆଆଙ୍କର ମଧ୍ୟ କରୋନାରେ ମୃତ୍ୟୁ ହୋଇଯାଇଥିଲା । ଗୁରୁତର ଯୁବକଙ୍କୁ ପରିବାର ଲୋକେ ଆପୁଲ ଚିଲଡ୍ରେନ୍ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ୧୮ବର୍ଷରୁ କମ୍ ପିଲା ବ୍ଲାକ୍ ଫଙ୍ଗସରେ ଆକ୍ରାନ୍ତ ହେବା ଦେଶର ପ୍ରଥମ ହୋଇଥିବାରୁ ହସ୍ପିଟାଲର ଡାକ୍ତରମାନେ ସକ୍ରିୟ ହୋଇଉଠିଥିଲେ । ପରେ ଡାକ୍ତ ବଂଶଲ କରିଥିଲେ ଅସ୍ତ୍ରୋପଚାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ