Masthead

ବନ୍ଦ ଘରେ ଦମ୍ପତିଙ୍କ ମୃତଦେହ

ପୋଲସରା (ବଡ଼ ଖବର ବ୍ୟୁରୋ): ବନ୍ଦ ଘରୁ ଦମ୍ପତିଙ୍କ ମୃତ ଦେହ ଉଦ୍ଧାର । ଗଞ୍ଜାମ ଜିଲ୍ଲା ପୋଲସରା ଥାନା ଅନ୍ତର୍ଗତ ସୋଡ଼କ ଗାଁର ଘଟଣା । ବନ୍ଦ କୋଠରୀରେ ସ୍ୱାମୀ ଓ ସ୍ତ୍ରୀ ଙ୍କ ମୃତ ଦେହ ମିଳିଛି। ସ୍ୱାମୀ ଝୁଲନ୍ତା ଅବସ୍ତାରେ ଓ ସ୍ତ୍ରୀ ଖଟରେ ପଡିଥିବା ଜଣାପଡିଛି। ସ୍ତ୍ରୀର ବେକରେ କଟା ଦାଗ ଥିବାରୁ ସ୍ୱାମୀ ମାରିଛନ୍ତି ବୋଲି ସନ୍ଦେହ ହେଉଛି ।

ଘଟଣା ସ୍ଥଳରେ ପୋଲସରା ପୋଲିସ ଓ ଏସଡିପିଓ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ମୃତକ ସେହି ଗ୍ରାମର ବିପିନ ଗୌଡ଼ ଓ ସ୍ତ୍ରୀ ଲିଲି ଗୌଡ଼ । ଉଭୟେ ନବ ବିବାହିତ। । ସେମାନେ ମେ ୨୪ତାରିଖରେ ବିବାହ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ