Masthead

ସିଲ ହେଲା କୋର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ହୁ ହୁ ହୋଇ ବଢିବାରେ ଲାଗିଛି ସଂକ୍ରମଣ । ଭୁବନେଶ୍ୱର କୋଟର୍କୁ ୭ ଦିନ ପାଇଁ ସିଲ୍ କରିଦିଆଯାଇଛି । ଆଜିଠୁ ଆସନ୍ତା ମେ’ ୫ ତାରିଖ ପର୍ଯ୍ୟନ୍ତ ସିଲ୍ ହେଲା ଭୁବନେଶ୍ୱର କୋର୍ଟ । କୋଭିଡ ପଜିଟିଭ ବାହାରିବା ପରେ ସିଲ୍ କଲା ପ୍ରଶାସନ । ବିନା ଅନୁମତିରେ ବାହାର ଲୋକ କୋର୍ଟ କମ୍ପେ୍ଲକ୍ସକୁ ଯାଇପାରିବେନି ।

କେବଳ ବିଏମସି ଅଧିକୃତ କର୍ମଚାରୀଙ୍କୁ ମିଳିବ ପ୍ରବେଶ ଅନମତି। ବଢୁଥିବା କରୋନା ସଂକ୍ରମଣ ଦୃଷ୍ଟି ରଖି ଏଭଳି ନିଷ୍ପତି ନିଆଯାଇଛି । ଆଜି ରାଜ୍ୟରେ ୬୯୯୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୯୧୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ