Masthead

ଶନିବାର ବନ୍ଦ ରହିବ ଅଦାଲତ

କଟକ(ବଡ଼ ଖବର ବ୍ୟୁରୋ): ଶନିବାର ଦିନ ବନ୍ଦ ରହିବ ଅଦାଲତ । ପ୍ରତ୍ୟେକ ଶନିବାର ଦିନ କାର୍ଯ୍ୟରତ ଥିବା ଉଚ୍ଚ ନ୍ୟାୟାଳୟ ଓ ଏହାର କାର୍ଯ୍ୟାଳୟ ବନ୍ଦ ରହିବ। ଏ ନେଇ ଉଚ୍ଚ ନ୍ୟାୟାଳୟ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଜାନୁଆରି ୨୯ରେ ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ଜାରି କରିଥିବା ବିଜ୍ଞପ୍ତି ଆଧାରରେ ଉଚ୍ଚ ନ୍ୟାୟାଳୟଙ୍କ ପକ୍ଷରୁ ଏପରି ନିର୍ଦ୍ଦେଶନାମା ଜାରି କରାଯାଇଛି।

ଏପରି ସବୁ କାର୍ଯ୍ୟ ଦିବସ ଥିବା ଶନିବାର ଉଚ୍ଚ ନ୍ୟାୟାଳୟ ବନ୍ଦ ରହିବ। ସେହିଭଳି ଭାବେ କାର୍ଯ୍ୟଦିବସ ଥିବା ସମସ୍ତ ଶନିବାର ଦିନ ରାଜ୍ୟର ସମସ୍ତ ସବ୍ଅର୍ଡିନେଟ୍ କୋର୍ଟ (ନିମ୍ନ ଅଦାଲତ), ଟ୍ରିବ୍ୟୁନାଲ ଓ ଏ ସଂପର୍କିତ କାର୍ଯ୍ୟାଳୟ ବନ୍ଦ ରହିବ ବୋଲି ପ୍ରକାଶିତ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ