Masthead

ଆଜିଠୁ ଗଞ୍ଜାମରେ ମିଳିବ କୋଭାକ୍ସିନ ଟିକା

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ଆଜିଠାରୁ ଗଞ୍ଜାମରେ ଦିଆଯିବ କୋଭାକ୍ସିନ ଟିକା । ରାଜ୍ୟରେ କେବଳ ଭୁବନେଶ୍ୱରରେ ଟିକା ଦିଆଯାଉଥିବା ବେଳେ ସୋମବାର ଠାରୁ ଗଞ୍ଜାମରେ ମଧ୍ୟ ଏହି ଟିକା ଦିଆଯିବ । ପ୍ରଥମ ଥର ପାଇଁ ଭୁବନେଶ୍ୱର ବାହାରେ କୋଭାକ୍ସିନ ଟିକା ଦିଆଯିବ । ରାଜ୍ୟରେ ୯ଲକ୍ଷ ୫୨ ହଜାର ୮୨୦ କୋଭିସିଲ୍ଡ ଟିକା ମହଜୁଦ ଥିବା ବେଳେ ୩ଲକ୍ଷ ୯୧ ହଜାର ୫୪୦ ଡୋଜ କୋଭାକ୍ସିନ ଟିକା ମହଜୁଦ ରହିଛି ।

୧୮ବର୍ଷରୁ ଉଦ୍ଧ୍ୱର୍ ବର୍ଗର ଯେଉଁମାନେ ପ୍ରଥମ ଡୋଜ ଟିକା ନେଇନାହାଁନ୍ତି ସେମାନଙ୍କୁ କୋଭାକ୍ସିନ ଟିକା ଦିଆଯିବ । ଶନିବାର ଜିଲ୍ଲାକୁ ୧ଲକ୍ଷ ୪୦ ହଜାର କୋଭାକ୍ସିନ ଓ ୮୫ ହଜାର ଡୋଜ କୋଭିସିଲ୍ଡ ଟିକା ଆସିଛି । ଟିକା ଅଭାବରୁ ଗଞ୍ଜାମ ଜିଲ୍ଲାର ଟିକାକରଣ ବନ୍ଦ ରହିଥିଲା । ଆଜିଠାରୁ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ପୁଣି ଟିକାକରଣ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି