Masthead

ପିସିସି ପକ୍ଷରୁ ଖୋଲିଲା କୋଭିଡ୍ କଂଟ୍ରୋଲ ରୁମ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କରୋନା ମହାମାରୀ ବର୍ତ୍ତମାନ ଓଡିଶାରେ ଭୟଙ୍କର ସ୍ଥିତି ସୃଷ୍ଟି କରିଛି । ଏଥିରେ ସାଧାରଣ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ନିଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶକ୍ରମେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ କୋଭିଡ୍ କଂଟ୍ରୋଲ ରୁମ୍ ଖୋଲାଯାଇଛି । ଏହି ଅବସରରେ ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ୫ ଜଣିଆ କମିଟି ଗଠନ କରିଛନ୍ତି । ଏହି କମିଟି କଂଟ୍ରୋଲ ରୁମ୍ ଦାୟିତ୍ୱରେ ରହି ସୂଚାରୁ ରୂପେ କାର୍ଯ୍ୟ ସମାପନ କରିବେବୋଲି ଶ୍ରୀ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।

ଏହି କମିଟିରେ ପଦ୍ମାକର ଗୁରୁ (ମୋ – ୬୩୭୦୯୬୫୯୭୮) ସଂଯୋଜକ ଥିବାବେଳେ ସୁବ୍ରତ ମହାପାତ୍ର (ମୋ – ୯୧୩୨୭୮୫୬୨୪), ଲିଙ୍ଗରାଜ ସାହୁ (ମୋ – ୯୨୩୭୦୧୦୯୩୯), ପ୍ରମୋଦ କୁମାର ସାହୁ (ମୋ – ୭୦୦୮୭୮୮୬୭୭) ଓ ତରୁଣକାନ୍ତ ମିଶ୍ର (ମୋ – ୯୪୩୭୧୯୨୧୬୧) ପ୍ରମୁଖ ସଭ୍ୟ ଭାବେ ରହିଛନ୍ତି । ଏହି କଂଟ୍ରୋଲ ରୁମ ସକାଳ ୯ ଘଟିକାରୁ ସନ୍ଧ୍ୟା ୬ ଘଟିକା ପର୍ଯ୍ୟନ୍ତ କାର୍ଯ୍ୟ କରିବ ବୋଲି ପିସିସି କାର୍ଯ୍ୟାଳୟ ପକ୍ଷରୁ ପିସିସି ଗଣମାଧ୍ୟମ ସଂଯୋଜକ ଦୀପକ କୁମାର ମହାପାତ୍ର ଜଣାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା